Browsing Tag

Zero Tolerance to Corruption

ଦୁର୍ନୀତି ବିରୋଧରେ ଜିରୋ ଟଲେରାନ୍ସ, ଆଉ ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ବର୍ଷକରେ ବିଦା ହେଲେଣି ୧୧୩

ଭୁବନେଶ୍ୱର- ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଜାରି ରହିଛି । ଆଜି ଆଉ ୯ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କୁ ବାଧ୍ୟତାମୂଳକ ଅବସର…

ଦୁର୍ନୀତି ବିରୋଧରେ ଜିରୋ ଟଲେରାନ୍ସ, ପୁରୀ ଜିଲ୍ଲାରେ ଦୁଇ ପୋଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ପୁରୀ –ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ ଜିରୋ ଟଲେରାନ୍ସ ନୀତି ଆଧାରରେ ଦୁଇ ପୋଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି । କର୍ତ୍ତବ୍ୟରେ ଅବହେଳା ପାଇଁ ପୁରୀ ଜିଲ୍ଲାର ୨ ପୋଲିସ ଅଧିକାରୀଙ୍କୁ ସସପେଣ୍ଡ୍ କରାଯାଇଛି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଏଏସଆଇ ଈଶ୍ୱରଚନ୍ଦ୍ର…

ଦୁର୍ନୀତି ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ: ଜେଲ ଡିଆଇଜିଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ଦୁର୍ନୀତି ଓ ଅପାରଗତା ଯୋଗୁ ରାଜ୍ୟ ସରକାର ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସେମାନଙ୍କ ମଧ୍ୟରେ ଜଣେ ଜେଲ ଡି.ଆଇ.ଜି., ଜଣେ କମାଣ୍ଡାଣ୍ଟ, ଜଣେ ଡି.ଏସ୍‌.ପି., ଜଣେ ଡେପୁଟି କମାଣ୍ଡାଣ୍ଟ ଥିବା ବେଳେ ୨ ଜଣ ଖଣି ଅଧିକାରୀ ଓ ଜଣେ ସି.ଡି.ପି.ଓ. ଅନ୍ତର୍ଭୁକ୍ତ…

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ ସହିଷ୍ଣୁତା : ୬ ଦୁର୍ନାତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କୁ ଦିଆଗଲା…

ଭୁବନେଶ୍ୱର- ଦୁର୍ନୀତି ବିରୋଧରେ କଡା ଆଭିମୁଖ୍ୟ ସ୍ୱରୂପ ରାଜ୍ୟ ସରକାର ୬ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ଇଂଜିନିୟର ଥିଲା ବେଳେ ୨ ଜଣ ଅବକାରୀ ବିଭାଗର ଅଧିକାରୀ ଅଛନ୍ତି । ଅପାରଗ ଓ ଅସାଧୁ ଅଧିକାରୀଙ୍କ ବିରୋଧରେ…