ପିପିିଲି ବିଧାୟକ ମହାରଥୀଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିଜେଡିର ବରିଷ୍ଠ ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାରଥୀ ବର୍ତମାନ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି । ମୁଖ୍ୟମନ୍ତ୍ରୀ, ମହାରଥୀଙ୍କ ପରିବାର ସଦସ୍ୟଙ୍କ ସହ କଥା ହୋଇ ତାଙ୍କର ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତିା

Comments are closed.