୨୮ରୁ ରାଉରକେଲାରେ ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭେ, କୋରାପୁଟରେ ଖୋଲିବ ଆଉ ଏକ ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର : ଏହି ମାସ ୨୮ ତାରିଖରୁ ରାଜଧାନୀ ଭୁବନେଶ୍ୱରରେ ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେ ଆରମ୍ଭ ହେବ । ସେହି ଦିନ ହିଁ ରାଉରକେଲାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭେ ।

ଅଗଷ୍ଟ ୨୭ ତାରିଖରୁ କୋରାପୁଟରେ ଆଉ ଏକ ପ୍ଲାଜମା ବ୍ୟାଙ୍କ ଖୋଲିବ । କୋଭିଡ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ସ୍ୱାସ୍ଥ୍ୟ ବିଭାଗ ଏହି ସୂଚନା ଦେଇଛି ।

Comments are closed.