ଓଡିଆ ଭାଷାରେ ମଧ୍ୟ ଉପଲବ୍ଧ ହେବ ଜେଇଇ ପରୀକ୍ଷା ପ୍ରଶ୍ନପତ୍ର

ଭୁବନେଶ୍ୱର- ଚଳିତବର୍ଷଠାରୁ ଜେଇଇ ପରୀକ୍ଷା ପ୍ରଶ୍ନପତ୍ର ବିଭିନ୍ନ ଭାରତୀୟ ଭାଷା ସମେତ ଓଡିଶା ଭାଷାରେ ମଧ୍ୟ ଉପଲବ୍ଧ ହେବ । ରାଜ୍ୟରେ ଛାତ୍ରଛାତ୍ରୀଙ୍କୁ ଅଗ୍ରାଧିକାର ଦେଇ ଜେଇଇ ପରୀକ୍ଷା ଓଡିଆ ଭାଷାରେ କରାଇବାକୁ ରାଜ୍ୟ ସରକାର କରିଥିବା ଅନୁରୋଧରେ ଏନଟିଏ ମହାନିର୍ଦ୍ଦେଶକ ସହମତି ପ୍ରକାଶ କରିଛନ୍ତି । ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.