ଦିଲ୍ଲୀ ସହ ଉତ୍ତର ଭାରତରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ: ଶନିବାର ଦେଶର ଅନେକ ସ୍ଥାନରେ ଭୂକମ୍ପର‌ ଝଟକା ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ହିନ୍ଦୁ କୁଶ ଥିଲା। ଦିଲ୍ଲୀ-ଏନସିଆରରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା। ଭୟରେ ଲୋକେ ଘରୁ ବାହାରି ଆସିଥିଲେ। ଭୂକମ୍ପର ତୀବ୍ରତା ୫.୮ ରେକର୍ଡ କରାଯାଇଛି ।

ଆଫଗାନିସ୍ତାନ ସହିତ ପାକିସ୍ତାନର ଅନେକ ସହରରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା।

Comments are closed.