ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଓଡିଆ ଭାଷା ଆନ୍ଦୋଳନ ତଥା ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓଙ୍କ ୧୫୦ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ପ୍ରଗତିକୁ ନୂଆ ଦିଗ ଦେବା ସହ ଓଡିଆ ଭାଷା, ସାହିତ୍ୟ, ସ୍ୱାସ୍ଥ୍ୟ, ପ୍ରଶାସନିକ ସେବା ଓ ଶିକ୍ଷାର ପ୍ରସାର କ୍ଷେତ୍ରରେ ମହାରାଜାଙ୍କ ଅତୁଳନୀୟ ଅବଦାନ ଚିରସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.