ଉଷା ପାଢି ବ୍ୟୁରୋ ଅଫ୍ ସିଭିଲ ଏଭିଏସନ ସିକ୍ୟୁରିଟିର ପ୍ରଥମ ମହିଳା ମହାନିର୍ଦ୍ଦେଶକ | News Room Odisha

ଉଷା ପାଢି ବ୍ୟୁରୋ ଅଫ୍ ସିଭିଲ ଏଭିଏସନ ସିକ୍ୟୁରିଟିର ପ୍ରଥମ ମହିଳା ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ : ଓଡିଶା କ୍ୟାଡର ଆଇଏଏସ ଅଫିସର ଉଷା ପାଢି ବ୍ୟୁରୋ ଅଫ ସିଭିଲ ଏଭିଏସନ ସିକ୍ୟୁରିଟିର ମହାନିର୍ଦ୍ଦେଶିକା ଭାବେ ନିଯୁକ୍ତି ପାଇଛନ୍ତି । ବ୍ୟୁରୋ ଅଫ ସିଭିଲ ଏଭିଏସନ ସିକ୍ୟୁରିଟିର ପ୍ରଥମ ମହିଳା ମହାନିର୍ଦ୍ଦେଶିକା ହୋଇଛନ୍ତି ଉଷା ପାଢି । ୧୯୯୬ ବ୍ୟାଚର ଓଡିଶା କ୍ୟାଡର ଆଇଏଏସ ଉଷା ପାଢି ବର୍ତମାନ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି ।