ଆୟ ବହିର୍ଭୁତ ସଂପତି ଠୁଳ ମାମଲା, ଭିଜିଲାନ୍ସ ଜାଲରେ ଫ୍ୟାକଟ୍ରିଜ୍ ଆଣ୍ଡ୍ ବଏଲର୍ସ ବିଭାଗର ଉପ ନିର୍ଦ୍ଦେଶକ

ଭୁବନେଶ୍ୱର – ଆୟ ବହିର୍ଭୁତ ସଂପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଫସିଛନ୍ତି ଫ୍ୟାକଟ୍ରିଜ୍ ଆଣ୍ଡ୍ ବଏଲର୍ସ ବିଭାଗର ଉପ ନିର୍ଦ୍ଦେଶକ ରମେଶ ଚନ୍ଦ୍ର ବେହେରା । ଆୟ ବହିର୍ଭୁତ ସଂପତି ଠୁଳ ଅଭିଯୋଗରେ ଭିଜିଲାନ୍ସର ୭ଟି ଟିମ୍ ବେହେରାଙ୍କ କଟକ ଓ ଭୁବନେଶ୍ୱର ସ୍ଥିତ ସରକାରୀ କାର୍ଯ୍ୟାଳୟ ସମେତ ୭ଟି ସ୍ଥାନରେ ଏକକାଳିନ ଚଢଉ କରିଛନ୍ତି ।

Comments are closed.