ହାଇଦ୍ରାବାଦ: ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୭ରୁ ଆରମ୍ଭ ହେବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏହି ସୂଚନା ଦେଇଛନ୍ତି। ସେ ଏକ ଟୁଇଟ୍ରେ କହିଛନ୍ତି ଯେ ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୭ ରୁ ଆରମ୍ଭ ହୋଇ ଡିସେମ୍ବର ୨୯ ପର୍ଯ୍ୟନ୍ତ ଚାଲିବ। ଶୀତକାଳୀନ ଅଧିବେଶନରେ ୨୩ ଦିନରେ ୧୭ଟି ବୈଠକ ହେବ | ଅମୃତ କାଳର ଏହି ଅଧିବେଶନରେ ବିଧାୟୀ କାର୍ଯ୍ୟ ଏବଂ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ପାଇଁ ଆମେ ଆଶାବାଦୀ |
Comments are closed.