ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଓ ଟେଲି ପୁରସ୍କାର ପାଇଁ ସଂସ୍କୃତି ବିଭାଗ ପକ୍ଷରୁ ଦରଖାସ୍ତ ଆହ୍ୱାନ

ଭୁବନେଶ୍ୱର- ୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ( ୨୦୧୯ ) ଓ ଅଷ୍ଟମ ରାଜ୍ୟ ଟେଲି ପୁରସ୍କାର ( ୨୦୧୯ ) ପାଇଁ ସଂସ୍କୃତି ବିଭାଗ ପକ୍ଷରୁ ଦରଖାସ୍ତ ଆହ୍ୱାନ କରାଯାଇଛି । ୨୦୨୧, ମାର୍ଚ୍ଚ ୧୦ ତାରିଖ ସୁଦ୍ଧା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ନିର୍ଦ୍ଦେଶାଳୟରେ ଦରଖାସ୍ତ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Comments are closed.